www.samajalive.in
Monday, December 15, 2025
26.1 C
Bhubaneswar

ଥାର୍ ଦୁର୍ଘଟଣା ଘଟଣା : ମୃତକଙ୍କ ପରିବାରକୁ ୮ ଲକ୍ଷ

ସମାଜ ବ୍ୟୁରୋ : କିଲର ଥାର୍ ଧକ୍କାରେ ମା-ଝିଅଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି(CMRF)ରୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

- Advertisement -

ସୂଚନାଯୋଗ୍ୟ, ରାକ୍ଷୀ ପୂର୍ଣ୍ଣିମାରେ ରାତି ପ୍ରାୟ ସାଢ଼େ ୭ଟାରେ ଜଣେ ମହିଳା ନିଜ ୮ବର୍ଷର ଝିଅ ଓ ପୁଅ ସହିତ ପାତ୍ରପଡ଼ା V2 ସମ୍ମୁଖରେ ରାସ୍ତାପାର ହେବା ସମୟରେ ଏକ ଥାର ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଝିଅର ପ୍ରାଣ ହରାଇଥିଲା। ମା’ ଓ ପୁଅକୁ ଗୁରୁତର ଅବସ୍ଥାରେ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ମା’ର ମୃତ୍ୟୁ ହୋଇଥିଲା ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories