www.samajalive.in
Sunday, December 7, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ବନ୍ୟ ଜୀବଜନ୍ତୁଙ୍କ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ଆଶ୍ଚର୍ଯ୍ୟ ଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ସାପ ଓ ଜଣେ ଯୁବକଙ୍କ ଏକ ଭିଡିଓ ଦେଖି ଲୋକେ କାବା ହେବା ସହ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।


ଭିଡିଓରେ ଦେଖିପାରିବେ, ଜଣେ ଯୁବକ ଆଦୌ ଭୟ ନକରି ଏକ ବିଶାଳକାୟ ଅହିରାଜ ସାପକୁ କାବୁ କରୁଛନ୍ତି । ଭିଡିଓକୁ ଲକ୍ଷ ଲକ୍ଷ ଲୋକେ ଦେଖି ସାରିଲେଣି ।
ଜଣେ ଯୁବକ ବିଶାଳକାୟ ଅହିରାଜ ସାପର ଅତି ନିକଟରେ ବସିଛନ୍ତି । ପ୍ରଥମେ ସେ ସାପ ମୁଣ୍ଡକୁ ଆଉଁସିବାକୁ ଚେଷ୍ଟା କରୁଛନ୍ତି । ମାତ୍ର ସାପଟି ଆକ୍ରମଣ କରିବାକୁ ଚେଷ୍ଟା କରୁଛି । ମାତ୍ର ପରେ ଧିରେ ଧିରେ ଶାନ୍ତ ହୋଇ ଯାଉଛି । ଏହାପରେ ଯୁବକ ଜଣକ ସାପ ମୁଣ୍ଡକୁ ଧିରେ ଧିରେ ଆଉଁସୁଛନ୍ତି ।

ଚୈତ୍ର ନବରାତ୍ରୀ.. ଆଜି ମହାଅଷ୍ଟମୀରେ ଅଦ୍ଭୁତ ସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ମା’ଦୁର୍ଗାଙ୍କ କୃପା, ମିଳିବ ହଠାତ୍‌ ଧନ,ଚମକିବ ଭାଗ୍ୟ..

- Advertisement -

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories