www.samajalive.in
Monday, December 15, 2025
27.1 C
Bhubaneswar

ଅହିରାଜ ସହ ଖେଳ ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ସାପ ସମ୍ପର୍କିତ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏଥିରୁ ଅନେକ ଭିଡିଓ ସମସ୍ତଙ୍କୁ ଚକିତ କରିବା ସହ କିଛି ଭିଡିଓ ଲୋକଙ୍କ ମନରେ ଭୟ ଜାତ କରାଏ । ନିକଟରେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି । ଭିଡିଓରେ ଜଣେ ବ୍ୟକ୍ତି ଅହିରାଜକୁ ଉପରକୁ ଉଠାଉଥିବା ନଜର ଆସୁଛି ।

- Advertisement -

ଅହିରାଜ ଏକ ବିଷଧର ସାପ । ମାତ୍ର ଗୋଟିଏ ଚୋଟରେ ଅନେକ ଜୀବନ ଅତି ସହଜରେ ନେଇପାରିବ ଏହି ବିଶାଳ ସାପ । ଏହା ସତ୍ତ୍ବେ କିଛି ଲୋକ ଏହା ସହିତ ଖେଳୁଥିବା ନଜର ଆସେ । ଭାଇରାଲ ହେଉଥିବା ଏହି ଭିଡିଓରେ ମଧ୍ୟ ଠିକ୍ ସେମିତି ଦେଖିବାକୁ ମିଳୁଛି । ବ୍ୟକ୍ତି ଜଣକ ସାପକୁ ହାତରେ ଧରି ଉପରକୁ ଉଠାଉଛନ୍ତି ।

ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏହି ଭିଡିଓ ସେୟାର ହେଉଛି । ଏହାକୁ ଏପର୍ଯ୍ୟନ୍ତ ୩୦ ହଜାରରୁ ଅଧିକ ଲୋକ ପସନ୍ଦ କରିସାରିଛନ୍ତି । ଭିଡିଓରେ ଲୋକେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି । ଲୋକେ ଏହାକୁ ବିପଜ୍ଜନକ ବୋଲି କହୁଥିବାବେଳେ କିଛି ଲୋକ ତାଙ୍କ ସାହସକୁ ପ୍ରଶଂସା କରୁଛନ୍ତି ।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories