www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀମନ୍ଦିର ଗୁମୁଟରୁ ଡେଇଁ କିନ୍ନରଙ୍କର ମୃତ୍ୟୁ

ପୁରୀ- ଶ୍ରୀମନ୍ଦିର ସିଂହଦ୍ୱାରରେ ଥିବା ଗୁମୁଟରୁ ଡେଇଁ ଜଣେ କିନ୍ନରଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ନାମ ବଳରାମ ରାଉତ । ତାଙ୍କ ଘର ପୁରୀ ଜିଲ୍ଲା ନିମାପଡା-ଗୋପ ଅଞ୍ଚଳରେ ବୋଲି ପୁଲିସ ସୂଚନା ଦେଇଛି । ସେ ଆନନ୍ଦ ବଜାର ଭେଟ ମଣ୍ଡପ ପାଖ ଦେଇ ଗୁମୁଟକୁ ଯାଇଥିବା ସନ୍ଦେହ କରାଯାଉଛି ।

ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାରକରାଯାଇ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । କେଉଁ କାରଣରୁ ସେ ଗୁମୁଟରୁ ଡେଇଁଲେ ସେ ବିଷୟରେ ଜଣା ପଡି ନାହିଁ । ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories