www.samajalive.in
Saturday, December 6, 2025
15.1 C
Bhubaneswar

କଂଗ୍ରେସରେ ମିଶିଲେ କୀର୍ତ୍ତି ଆଜାଦ

ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟର ତଥା ବିଜେପିରୁ ନିଲମ୍ବିତ  ସାଂସଦ କୀର୍ତ୍ତି ଆଜାଦ ସୋମବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳବିରୋଧୀ କାର୍ଯ୍ୟ ପାଇଁ ତାଙ୍କ ବିଜେପି ଦଳରୁ ନିଲମ୍ବିତ କରାଯାଇଥିଲା। ଆଜାଦ ବିହାରର ଦରଭଙ୍ଗା ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଦଳରୁ ନିଲମ୍ବିତ ହେବା ପରେ ସେ କଂଗ୍ରେସରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେ ଗତ ଶୁକ୍ରବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିଥିଲେ ଏବଂ ସୋମବାର କଂଗ୍ରେସରେ ଯୋଗ ଦେବେ ବୋଲି ଘୋଷଣା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories