କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍ ଇଣ୍ଟରନାଲ କମିଟି ମୁଖ୍ୟ, ସୁରକ୍ଷା ମୁଖ୍ୟ, ସହକାରୀ ନିର୍ଦ୍ଦେଶକ, ସିନିୟର ହଷ୍ଟେଲ ସୁପରିଟେଣ୍ଡେଣ୍ଟଙ୍କ ସହ ୬ ଜଣ ହାଜର ହୋଇଛନ୍ତି । ସୂଚନାନୁଯାୟୀ, କିଟ୍ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାକୁ ଗୁରୁତ୍ୱ ସହ ନେଲାଥିଲା ୟୁଜିସି। ଫେବୃଆରୀ … Continue reading କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର
Copy and paste this URL into your WordPress site to embed
Copy and paste this code into your site to embed