ଭୁବନେଶ୍ବର : ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ାରେ ଆଜି ଯବନିକା ପଡ଼ିବ। ଭାରତୀୟ କ୍ରୀଡ଼ା ମନ୍ତ୍ରାଳୟ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଓଡ଼ିଶା ସରକାର ଓ କି୍ଟ ବିଶ୍ବବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ଏହି ପ୍ରତିଯୋଗିତାର ଉଦ୍ଯାପନୀ ଉତ୍ସବ ରବିବାର କିଟ୍ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ପ୍ରତିଯୋଗିତାର ଉଦ୍ଘାଟନୀ ଉତ୍ସବ ଗତ ୨୨ରେ କଟକର ଜବାହରଲାଲ ନେହରୁ ଇନ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହୋଇଥିଲା।
ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା : ଆଜି କିଟ୍ରେ ଉଦ୍ଯାପନ ଉତ୍ସବ
Popular Categories



