www.samajalive.in
Friday, December 12, 2025
26.1 C
Bhubaneswar

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ରାଜନଗର ବ୍ଲକ ଗୁପ୍ତି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦେବେନ୍ଦ୍ର ନାରାୟଣପୁରଠାରେ। ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ଟାଙ୍କି ନିର୍ମାଣ ଚାଲିଛି। ପାଣି ଟାଙ୍କି ଉପରେ କାର୍ଯ୍ୟ କରୁଥିବା ଜଣେ ଶ୍ରମିକ ହଠାତ୍ ତଳକୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ କଳାହାଣ୍ଡି ଜିଲ୍ଲା ଭବାନିପାଟଣାର କ୍ରୀଷ୍ଣା ରାଉତ(୩୦ବର୍ଷ) ବୋଲି ଜଣାପଡିଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

Related Articles

Popular Categories