www.samajalive.in
Saturday, December 6, 2025
19.1 C
Bhubaneswar

ରାଖୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ !

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ଚାଞ୍ଚଲ୍ୟ। ରାଜନଗର ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ରାଖୀ ପୂର୍ଣ୍ଣିମାରେ ଏଭଳି ଅଘଟଣ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ତେବେ ଏହି ଗଣ ଦୁଷ୍କର୍ମ ଘଟଣାରେ ଛାତ୍ରୀଙ୍କ ପିଉସାଙ୍କ ସମ୍ପୃକ୍ତି ଥିବା ସୂଚନା ମିଳିଛି। ତେଣୁ ପୁଲିସ୍ ଏହି ଘଟଣାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଅଟକ ବ୍ୟକ୍ତିଙ୍କ ମଧ୍ୟରୁ ୪ ଜଣ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ଜଣାପଡିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories