www.samajalive.in
Thursday, November 13, 2025
25.1 C
Bhubaneswar

ଭିଜିଲାନ୍ସ ଜାଲରେ ତହସିଲଦାର

କେନ୍ଦ୍ରାପଡା: ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories