www.samajalive.in
Saturday, December 6, 2025
14.1 C
Bhubaneswar

ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦୁଝର: ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ। କେନ୍ଦୁଝର ଭୂ ବନ୍ଦୋବସ୍ଥ ଅଫିସର ହାଡିବନ୍ଧୁ ବେହେରା ଜଣେ ବ୍ୟକ୍ତିଙ୍କ ଠାରୁ ଅମୀନ ରିପୋଟ ଓ ଡ୍ରାଫ ଖତିୟାନ ଦେବା ପାଇଁ ୩୦୦୦ ହଜାର ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କ ଠାରୁ ୫୦୦ ଟଙ୍କିଆ ୫ ଟି, ୨୦୦ ଟଙ୍କିଆ ଗୋଟିଏ ଏବଂ ୧୦୦ ଟଙ୍କିଆ ୩ଟି ଜବତ କରାଯାଇଛି। ତାଙ୍କର ସରକାରୀ ଅଫିସ୍ ଏବଂ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories