www.samajalive.in
Sunday, December 7, 2025
23.1 C
Bhubaneswar

ମାର୍ଗଶୀର ମାସେ ଘରେ ନିଶ୍ଚୟ ବଜାନ୍ତୁ ଶଙ୍ଖ

ମାର୍ଗଶୀର ମାସର ଧାର୍ମିକ ମହତ୍ତ୍ୱ ସହ ବାସ୍ତୁ ଅନୁଯାୟୀ ମଧ୍ୟ ଏହାର ବିଶେଷତ୍ୱ ରହିଛି। ଏହି ମାସରେ ମା’ଲକ୍ଷ୍ମୀଙ୍କ ସହ ଭଗବାନ ବିଷ୍ଣୁଙ୍କୁ ପୂଜା କରିବା ଖୁବ ଶୁଭଙ୍କର। ଏହାଦ୍ୱାରା ସକରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ। ଏହି ମାସରେ ପ୍ରତିଦିନ କର୍ପୂର ଜଳାନ୍ତୁ। ଘରର ସ୍ୱଚ୍ଛତା ପ୍ରତି ଧ୍ୟାନ ଦିଅନ୍ତୁ।
ଏହି ମାସରେ ଘରେ ପ୍ରତିଦିନ ଶଙ୍ଖ ବଜାନ୍ତୁ। ଏହି ମାସରେ ଗୀତା ପାଠ କରନ୍ତୁ।
ଏହି ମାସରେ ଘରର ମୁଖ୍ୟ ଦ୍ୱାର ନିକଟରେ ସୁନ୍ଦର ସୁନ୍ଦର ଝୋଟି ଆଙ୍କନ୍ତୁ। ଏହାଦ୍ୱାରା ମା’ଲକ୍ଷ୍ମୀଙ୍କ ବିଶେଷ କୃପା ସର୍ବଦା ମିଳିଥାଏ। ଘରେ ନିଶ୍ଚୟ ଗଙ୍ଗାଜଳ ଛିଞ୍ଚନ କରନ୍ତୁ। ଏହା ଖୁବ ଶୁଭ।
ଏହି ମାସରେ ଶଙ୍ଖରେ ନିଶ୍ଚୟ ଜଳ ରଖନ୍ତୁ। ଶଙ୍ଖର ପୂଜା ମଧ୍ୟ କରନ୍ତୁ।
ଭଗବାନ ବିଷ୍ଣୁଙ୍କୁ ତୁଳସୀ ଅର୍ପଣ କରନ୍ତୁ। ଏହି ମାସରେ ଅଧିକ ସମୟ ଯାଏଁ ଶୟନ କରନ୍ତୁ ନାହିଁ।

 

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories