www.samajalive.in
Sunday, December 14, 2025
16.1 C
Bhubaneswar

ନବରଙ୍ଗପୁର ଜିଲାର କୋଡ଼ିଙ୍ଗା ତହଲସିଲଦାରଙ୍କୁ ୩ ବର୍ଷ ଜେଲ, ୩୦ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର: ନବରଙ୍ଗପୁର ଜିଲାର କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ। ତହସିଲଦାର ସୁବ୍ରତ ବେହେରାଙ୍କୁ ବଲାଙ୍ଗିର ଭିଜିଲାନ୍ସ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି। ଲାଞ୍ଚ ମାମଲାରେ ୩ ବର୍ଷ ଜେଲ ଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନା ଦେବାକୁ ଦଣ୍ଡାଦେଶରେ ଶୁଣାଇଛନ୍ତି। ୨୦୧୮ରେ ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ କୋଡ଼ିଙ୍ଗା ତହସିଲଦାର ସୁବ୍ରତ ବେହେରା ଧରାପଡ଼ିଥିଲେ। ସୁବର୍ଣ୍ଣପୁର ତରଭାର ତହସିଲଦାର ଥିବାବେଳେ ସୁବ୍ରତ ବେହେରା ୨୦ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଥିଲେ। ବର୍ତ୍ତମାନ ସେ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଜଣାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories