www.samajalive.in
Sunday, December 14, 2025
18.1 C
Bhubaneswar

କୋଡିଙ୍ଗାମାଳି ଖଣିରେ ଖନନ ବନ୍ଦ ଦାବିରେ ରାସ୍ତ ଅବରୋଧ

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କୋଡିଙ୍ଗାମାଳି ଖଣିରେ ଖନନ ବନ୍ଦ ପାଇଁ ଆଦିବାସମାନେ ଦାବି କରିଛନ୍ତି । ଏଥିପାଇଁ ଶୁକ୍ରବାର ସ୍‌ତାନୀୟ ଆଦିବାସୀମାନେ କୋଡିଙ୍ଗାମାଳି ଖଣିକୁ ଯାଇଥିବା ରାସ୍ତାର ପ୍ରବେଶ ପଥ ଅବରୋଧ କରିଛନ୍ତି । ଫଳରେ କୋଡିଙ୍ଗାମାଳି ଖଣିରୁ ମାଲ ପରିବହନ ବନ୍ଦ ରହିଛି । ଆଦିବାସୀମାନେ ଅଭିଯୋଗ କରିଛନ୍ତି ଯେ, ଖଣି ଖନନ କରାଯାଉଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ କୌଣସି ବିକାଶ ମୂଳକ କାର୍ଯ୍ୟ କରାଯାଉନାହିଁ। ଖଣି ଦ୍ବାରା କେବଳ କିଛି ଗୁଣ୍ଡା ଶ୍ରେଣୀର ଲୋକ ଉପକୃତ ହେଉଛନ୍ତି । ତେଣୁ ଖଣିରେ ଖନନ ବନ୍ଦ କରିବା ପାଇଁ ଆଦିବାସୀମାନେ ଦାବି କରିଛନ୍ତି । ପୁଲିସ ଓ ପ୍ରଶାସନ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିବା ସହ ଘଟଣାସ୍ଥଳରେ ଫୋର୍ସ ମୁତୟନ କରାଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories