www.samajalive.in
Thursday, December 11, 2025
26.1 C
Bhubaneswar

ପୁଣି ୧୦୦କେଜି ବିସ୍ଫୋରକ ଜବତ

ସମାଜ ଡିଜିଟାଲ ଡେସ୍କ: ଝାଡଖଣ୍ଡ-ଓଡ଼ିଶା ସୀମା ବାଙ୍କୋ ଖଣି ଅଞ୍ଚଳରୁ ୪ଟନର ବିସ୍ଫୋରକ ଲୁଟ୍‍ ଘଟଣାରେ ପୁଣି ୧୦୦କେଜି ବିସ୍ଫୋରକ ଜବତ ହୋଇଛି । ସର୍ଚ୍ଚ ଅପରେସନ ବେଳେ ଝାଡଖଣ୍ଡ ତିରିଲିପୋଷି ଜଙ୍ଗଲରୁ ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଏଯାବତ ୪ହଜାର ୪୦୦ କେଜିର ବିସ୍ଫୋରକ ଜବତ ହୋଇସାରିଲା । ବାଲି ଲୁଟ୍‍ ବିସ୍ଫୋରକ ପାଇଁ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାକର୍ମୀ । ସୁରକ୍ଷା କର୍ମୀଙ୍କ ୫ଜଣିଆ ଟିମ୍‍ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି । ବିସ୍ଫୋରକ ଲୁଟ ପରେ ମାଓବାଦୀ ଲୁଚାଇ ରଖିଥିବା ବିଭିନ୍ନ ଜଙ୍ଗଲରୁ ଗୋଟିଏ ଗୋଟିଏ କରି ଜବତ କରାଯାଉଛି ।

 

Hot this week

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

Related Articles

Popular Categories