www.samajalive.in
Sunday, December 7, 2025
14.1 C
Bhubaneswar

ହାତୀ ଆକ୍ରମଣରେ ମହିଳା ମୃତ

କୋଇଡ଼ା: ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ଘର ସାମ୍ନାକୁ ହାତୀପଲ ଚାଲି ଆସିଥିଲେ। ଘର ସାମ୍ନାରେ ହାତୀ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

କନ୍ତରକୋଇଡ଼ା ଗାଁରେ ୭ ଟିକିଆ ହାତୀପଲଙ୍କ ଉପଦ୍ରବ କରିଛନ୍ତି। ଗାଁରେ ପଶି ଲୋକଙ୍କ ଘର ଭାଙ୍ଗିବା ସହ ହାତୀପଲ ବ୍ୟାପକ କ୍ଷୟକ୍ଷତି କରିଥିବା ଜଣାପଡ଼ିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories