www.samajalive.in
Monday, December 8, 2025
16.1 C
Bhubaneswar

କଲକତାରେ ବିସ୍ଫୋରଣ ; ୧ ମୃତ ୫ ଆହତ

କଲକତା : କଲକତାର ଦମଦମ ଥାନା ଅନ୍ତର୍ଗତ ଜନଗହଳିପୂର୍ଣ୍ଣ କାଜିପଡା ଅଞ୍ଚଳର ନଗରବଜାରରେ ଥିବା ଫଳ ବଜାରରେ ମଙ୍ଗଳବାର ସକାଳେ ବୋମା ବିସ୍ଫୋରଣ ଘଟିଛି । ଏଥିରେ ଜଣେ ୮ ବର୍ଷ ବୟସ୍କ ବାଳକର ମୃତ୍ୟୁ ଘଟିଛି ଓ ୫ ଜଣ ଆହତ ହୋଇଥିବା ଜଣାପଡିଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି। ତେବେ ମୃତାହତଙ୍କ ସଂପର୍କରେ ସବିଶେଷ ତଥ୍ୟ ଜଣାପଡିନାହିଁ । ​ବୋମା ନଷ୍କ୍ରିୟକାରୀ ଦଳ ସହିତ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିସ୍ପୋରଣର ପ୍ରଚଣ୍ଡ ଶବ୍ଦ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି । ଅନ୍ୟପକ୍ଷରେ ବିସ୍ଫୋରଣର କାରଣ ଜଣାପଡି ନାହିଁ। ମୃତାହତଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ମଧ୍ୟ ଆଶଙ୍କା ପ୍ରକାଶ ପାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories