କୋଲକାତାରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ୭ ମୃତ, କଠୋର କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେଲେ ମମତା

ଡେସ୍କ: କୋଲକାତାର ଗାର୍ଡେନ୍ ରିଚ୍ ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ ୫ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଦୁଇ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୋମବାର ପୁଲିସ ଏହି ସୂଚନା ଦେଇଛି।ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଗ୍ନିଶମ ବିଭାଗର ଜଣେ ଅଧିକାରୀ କହିଛନ୍ତି ଯେ ଅତି କମରେ ୪ ଜଣ ଲୋକ ଏବେ ବି ଭଗ୍ନାବଶେଷ ତଳେ ଫସି ରହିଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ। ସେମାନଙ୍କ ମଧ୍ୟରୁ କେବଳ … Continue reading କୋଲକାତାରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ୭ ମୃତ, କଠୋର କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେଲେ ମମତା