www.samajalive.in
Saturday, December 6, 2025
16.1 C
Bhubaneswar

ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ପୂର୍ବତନ ଅଧ୍ୟକ୍ଷଙ୍କ ପରେ ବନ୍ଧା ହେଲେ ୩ ଜଣ

କଲକାତା: ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା। ସୋମବାର କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କରାଯିବା ପରେ ଆଜି ଆଉ ୩ ଜଣଙ୍କୁ ଗିରଫ କରିଛି ସିବିଆଇ । ଆର୍ଥିକ ଅନିୟମିତତା ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ଅଫସର ଅଲି, ସୁମନ ହାଜରା ଏବଂ ବିପ୍ଳବ ସିହ୍ନା । ଅଲି ସନ୍ଦିପ ଘୋଷଙ୍କ ବ୍ୟକ୍ତିଗତ ଅଙ୍ଗରକ୍ଷୀ ହୋଇଥିବାବେଳେ ସିହ୍ନା ଏବଂ ହାଜରା ତାଙ୍କ ସହଯୋଗୀ ଥିଲେ। ଆର.ଜି କର ହସ୍ପିଟାଲର ଚିକିତ୍ସା ଉପକରଣ ହେରଫେର କରିବାରେ ଉଭୟ ସନ୍ଦିପଙ୍କୁ ସହାୟତା କରୁଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories