www.samajalive.in
Saturday, December 6, 2025
23.1 C
Bhubaneswar

ଅଭୟାଙ୍କୁ ନ୍ୟାୟ ଦାବିରେ ୧ଘଣ୍ଟା ଅନ୍ଧାର ହେଲା କଲକାତା ସହର: ସମର୍ଥନ ଜଣାଇଲେ ରାଜ୍ୟପାଳ

କଲକାତା: କଲକାତା ପୀଡିତା ଅଭୟାଙ୍କ ପାଇଁ ଅଭୁତପୂର୍ବ ଆନ୍ଦୋଳନ। ସାରା ରାତି ଉଜାଗର ରହି ନ୍ୟାୟ ମାଗୁଛନ୍ତି ସାଧାରଣ ଲୋକେ । କଲକାତା ସହର ସାରା ପ୍ରତିବାଦର ନିଆଁ ଜଳୁଛି। ଅଭୟାକାଣ୍ଡର ଦୃଢ ପ୍ରତିବାଦ ଓ ପୀଡିତାଙ୍କ ଡାକ୍ତରଙ୍କୁ ନ୍ୟାୟ ଦେବା ଦାବିରେ କଲକାତାରେ ସାରା ରାତି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବର୍ଗର ଲୋକେ। ସେହିପରି ଅଭୟାଙ୍କ ନ୍ୟାୟ ଦାବିରେ ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନରେ ସାମିଲ ହୋଇଥିଲେ ଅଭୟାଙ୍କ ପରିବାର ସଦସ୍ୟ। ବୁଧବାର କଲକାତାର ବିଭିନ୍ନ ସ୍ଥାନରେ ଲୋକେ ଲାଇଟ୍ ବନ୍ଦ କରି ପ୍ରତିବାଦ କରିଥିଲେ। ସହରବ୍ୟାପୀ ଲାଇଟ୍ ବନ୍ଦ କରାଯିବା ସହ ବିକ୍ଷୋଭ କରାଯାଇଥିଲା। ପଶ୍ଚିମବଙ୍ଗ ରାଜ୍ୟପାଳ ମଧ୍ୟ ଲାଇଟ୍ ବନ୍ଦ କରି ଆନ୍ଦୋଳନକୁ ସମର୍ଥନ ଜଣାଇଥିବା ଦେଖିବାକୁ ମିଳିଥିଲା।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories