www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରତି ଦୁଇ ଘଣ୍ଟାରେ ଅପଡେଟ୍ ଦେବେ ରାଜ୍ୟ

ନୂଆଦିଲ୍ଲୀ: ସବୁ ରାଜ୍ୟର ଆଇନ ବ୍ୟବସ୍ଥା ସମ୍ବନ୍ଧୀୟ ଅପଡେଟ୍ ମାଗିଲା ଏମଏଚଏ। କଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା ପରେ କେନ୍ଦ୍ର ଗୃହମନ୍ତ୍ରଣାଳୟ ନିଜ ନିୟମ କଡାକଡି କରିଛି। ଏଣିକି ସବୁ ରାଜ୍ୟପ୍ରତି ଦୁଇ ଘଣ୍ଟାରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ରିପୋର୍ଟ ଦେବେ। ନିଜ ନିଜ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସବିଶେଷ ତଥ୍ୟ ଜଣାଇବେ। ସବୁ ରାଜ୍ୟ ଗୃହ ମନ୍ତ୍ରାଳୟକୁ ଗୋଟି ଗୋଟି କରି ଦୁଇ ଘଣ୍ଟାକୁ ଥରେ ଅପଡେଟ୍ ଜଣାଇବେ। କଲକତା ଦୁଷ୍କର୍ମ ଓ ହତ୍ୟା ମାମଲା ଏବଂ ରାଜ୍ୟ ଗୁଡିକରେ ବଢୁଥିବା ଅପରାଧକୁ ନେଇ କଡା ପଦକ୍ଷେପ ନିଆଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories