www.samajalive.in
Sunday, December 7, 2025
14.1 C
Bhubaneswar

କରୋନାରେ ପ୍ରାଣ ହରାଇଲେ ଉପ ଜିଲାପାଳ ଦେବଦତ୍ତା

କଲକାତା: କରୋନା ସଂକ୍ରମଣରେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ସବଡିଭିଜନର ଉପଜିଲାପାଳ ଦେବଦତ୍ତା ରାୟ (୩୮)ଙ୍କର ମୃତ୍ୟୁ ହୋଇଛି। ଦେବଦତ୍ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବାବେଳେ ସେ ହୋମ୍ କ୍ବାରେଣ୍ଟାଇନରେ ଥିଲେ। ରବିବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ସେରାମପୋରସ୍ଥିତ ହସ୍ପିଟାଲକୁ ନିଆଯାଇଥିଲା। ସୋମବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିଲା।

ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ପଶ୍ଚିମବଙ୍ଗ ପ୍ରଶାସନିକ ସେବାର ଏହି ଅଧିକାରୀ ପ୍ରବାସୀ ଶ୍ରମିକଙ୍କୁ କ୍ବାରେଣ୍ଟାଇନ ସେଣ୍ଟର ନେବା ଦାୟିତ୍ବରେ ଥିଲେ। ଦେବଦତ୍ତାଙ୍କର ଘରେ ସ୍ବାମୀ ଓ ୪ବର୍ଷର ପୁଅ ଅଛନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories