ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ସହ ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷର ଅଭିଜ୍ଞତା … Continue reading ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ