www.samajalive.in
Monday, December 15, 2025
26.1 C
Bhubaneswar

ଚନ୍ଦ୍ରଭାଗାରେ ବୁଲୁଛି କୁମ୍ଭୀର

କୋଣାର୍କ : ବର୍ତ୍ତମାନ୍ ଶୀତ ଋତୁ ଚାଲିଥିବାବେଳେ ରାଜ୍ୟର କୋଣ ଅନୁକୋଣରୁ ଚନ୍ଦ୍ରଭାଗାକୁ ପର୍ଯ୍ୟଟକଙ୍କର ସୁଅ ଛୁଟେ। କିନ୍ତୁ ଚନ୍ଦ୍ରଭାଗା ବେଳାଭୂମିରେ କୁମ୍ଭୀର ଆତଙ୍କ ଦେଖିବାକୁ ମିଳିଛି। ଯାହା ପର୍ଯ୍ୟଟକଙ୍କ ମଧ୍ୟ ବାତାବରଣ ସୃଷ୍ଟି କରିଛି। ଲୋକ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବନବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଚନ୍ଦ୍ରଭାଗାଠାରୁ ଅସ୍ତରଙ୍ଗ ଯାଏଁ ବନ ବିଭାଗ କଡା ନଜର ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories