www.samajalive.in
Friday, November 14, 2025
25.1 C
Bhubaneswar

ହତ୍ୟା କରି ମହିଳାଙ୍କୁ ରାସ୍ତାକଡରେ ଫିଙ୍ଗିଦେଲେ !

ପୁରୀ: କୋଣାର୍କ ବନଖଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି।  ରାସ୍ତା କଡରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।  ସୂଚନା ଅନୁଯାୟୀ ଆଜି ସକାଳୁ କୋଣାର୍କ ବନଖଣ୍ଡ ରାସ୍ତା କଡ଼ରେ ଜଣେ ଅଜଣା ମହିଳା ଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ଏ ନେଇ କୋଣାର୍କ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ମେଡିକାଲକୁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରିନଥିବାବେଳେ ମହିଳାଙ୍କୁ ହତ୍ୟା ପରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି।

Hot this week

୬ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗଣତି

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ଫଳାଫଳ ସହିତ ଆଜି...

ରାଘୋପୁରରେ ତେଜସ୍ୱୀ ଯାଦବ ପଛରେ, ଏନଡିଏ ୧୯୨ ଆସନରେ ଆଗୁଆ

ଡେସ୍କ: ଶୁକ୍ରବାର ସକାଳ ୮ଟାରେ ଗୁରୁତ୍ୱପୂର୍ଣ୍ଣ ବିହାର ବିଧାନସଭା ନିର୍ବାଚନ ପାଇଁ...

ବିହାର ଜନାଦେଶ: ୧୯୦ ସିଟରେ ଆଗୁଆ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।...

Related Articles

Popular Categories