www.samajalive.in
Friday, December 5, 2025
23.1 C
Bhubaneswar

ବାଇକ୍ ସୋରୁମ୍‌ରେ ନିଆଁ : ଜଳିଗଲା ୩୦ ବାଇକ୍‌

କୋଣାର୍କ : କୋଣାର୍କରେ ଭୟବହ ଅଗ୍ନିକାଣ୍ଡ, ଜଳିଗଲା ୩୦ ବାଇକ୍।  ମାଧିପୁର ଛକ ନିକଟ ବ୍ୟାଟେରି ବାଇକ୍ ସୋରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ବିସ୍ଫୋରଣରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ୩ଟି ଦମକଳ ଗାଡି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସୋରୁମ୍‌ରେ ଥିବା କର୍ମଚାରୀ ଏବଂ ଗ୍ରାହକ ସୁରକ୍ଷିତ ଥିବା ଜଣାପଡିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories