www.samajalive.in
Friday, November 14, 2025
25.1 C
Bhubaneswar

ଗୋପ-କୋଣାର୍କରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଜଣେ ମୃତ, ୨ ଗୁରୁତର

ଗୋପ : ଗୋପ-କୋଣାର୍କ ରାସ୍ତାର ବାୟାକୁଦା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୨ ଜଣ ଗୁରୁତର ହୋଇଛନ୍ତି। ଦ୍ରୁତ ଗତିରେ କୋଣାର୍କ ଯାଉଥିବା କାର ବାଇକକୁ ଧକ୍କା ଦେବା ସହ ଦୁଇଜଣ ଫୁଲ ତୋଳୁଥିବା ମହିଳାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବଡମଠ ଗ୍ରାମର ରେଣୁ ବେହେରା (୭୦)ଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ବାୟାକୁଦା ଗ୍ରାମର ରଂଜିତା ବେହେରା (୪୮) ଗୁରୁତର ହୋଇଥିବା ବେଳେ ଦୁର୍ଘଟଣା ଘଟାଇ ଥିବା କାରଟି ବାଇକକୁ ଧକ୍କା ଦେଇଥିଲା।

ରାଜଧାନୀରେ ଘରେ ପଶି ଶ୍ୱଶୁର ଓ ବୋହୂକୁ ହାଣିଲେ

- Advertisement -

ପୋଇତରା ଗ୍ରାମର ନିରଞ୍ଜନ ପ୍ରଧାନ ବାଇକ ଆରୋହୀ ମଧ୍ୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ଗୋପ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦାଦାବଟି ଦେବାକୁ ମନା କରିବାରୁ ଯୁବକଙ୍କୁ ଗୁଳିମାଡ

Hot this week

ବିହାର ଜନାଦେଶ: ୧୭୫ ସିଟରେ ଆଗୁଆ ରହିଛି ଏନଡିଏ, ମହାମେଣ୍ଟ ୬୪

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

ଦିଲ୍ଲୀ ବିସ୍ଫୋରଣ: ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀର ଲାଲକିଲ୍ଲାଠାରେ କାର ବିସ୍ଫୋରଣ ଘଟାଇ ଥିବା...

ନୂଆପଡା ମତଗଣନା: ଆଗରେ ବିଜେପି, ୧୨୮୧୫ ଭୋଟରେ ଆଗୁଆ ଜୟ ଢୋଲକିଆ

ଡେସ୍କ: ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ଜୟ...

ନୂଆପଡା ଜନାଦେଶ : ଚତୁର୍ଥ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୧୮୯୦୩ ଭୋଟ୍

ନୂଆପଡା: ନୂଆପଡାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ ରହିଛନ୍ତି। ଚତୁର୍ଥ...

ବିହାର ଜନାଦେଶ: ୧୬୧ ସିଟରେ ଆଗୁଆ ରହିଛି ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଗଣତି ଆରମ୍ଭ...

Related Articles

Popular Categories