www.samajalive.in
Saturday, December 6, 2025
23.1 C
Bhubaneswar

ମନ୍ଦିର ଦର୍ଶନ ପାଇଁ ଯାଉଥିଲେ ; ବାଟରେ ଚାଲିଗଲା ସ୍ତ୍ରୀ’ର ଜୀବନ,ସ୍ୱାମୀ ଆହତ

କୋଣାର୍କ : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ସ୍ତ୍ରୀର ଜୀବନ, ସ୍ୱାମୀ ଆହତ। ଏଭଳି ମର୍ମନ୍ତୁଦ ଦୁର୍ଘଟଣା ମଙ୍ଗଳବାର ଗୋପ ଚାରିଛକ ରାସ୍ତା ଛଣିଜଙ୍ଗ ନିକଟରେ ଘଟିଛି।ଏକାଦଶୀରେ ଦମ୍ପତି ମନ୍ଦିର ଯିବା ବେଳେ ଏହି ଦୁର୍ଘଟଣା ଘଟିଛି। ହମ୍ପସରେ ଭାରସାମ୍ୟ ହରାଇ ବାଇକ୍‌‌ରୁ ପଡି ଯିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ୱାମୀ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories