www.samajalive.in
Saturday, December 13, 2025
27.1 C
Bhubaneswar

ଭୋଜି ଖାଇ ୫୦ରୁ ଅଧିକ ଅସୁସ୍ଥ

କୋରାପୁଟ : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ କୁମ୍ଭାର ସାହିରେ ଭୋଜି ଖାଇ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୧୦ଜଣ ଗୁରୁତର ହୋବାରୁ ତାଙ୍କୁ ଦଶମନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗ୍ରାମରେ ଡାକ୍ତରୀଦଳ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories