www.samajalive.in
Saturday, December 13, 2025
17.1 C
Bhubaneswar

କୋରାପୁଟ ଜିଲାପରିଷଦ ଉପାଧ୍ୟକ୍ଷ ନିର୍ବାଚନରେ ନରସୁଲ କାମୁଡି ବିଜୟୀ

କୋରାପୁଟ : କୋରାପୁଟ ସଦ୍ଭାବନା ଗୃହରେ ବୁଧବାର ଅନୁଷ୍ଠିତ ଜିଲାପରିଷଦ ଉପାଧ୍ୟକ୍ଷ  ନିର୍ବାଚନରେ ବିଜେଡି ପ୍ରାର୍ଥୀ ନନ୍ଦପୁର ଜୋନର ନରସୁଲ କାମୁଡି ବିଜୟୀ ହୋଇଛନ୍ତି ।  ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀ ପାର୍ବତୀ ମସ୍ତି ତାଙ୍କ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରିଥିଲେ। ମୋଟ ୨୪ ଭୋଟରୁ କାମୁଡ଼ିଙ୍କ ସପକ୍ଷରେ ୧୬ଟି ଭୋଟ ମିଳିଥିବା ବେଳେ ପାର୍ବତୀ ମାତ୍ର ୮ଟି ଭୋଟ ପାଇଛନ୍ତି । ଅନ୍ୟପକ୍ଷରେ ଦଳର ଅନିଚ୍ଛା ସତ୍ୱେ ପାର୍ବତୀ ପ୍ରତିଦ୍ବନ୍ଦିତା କରିବାରୁ ତାଙ୍କ ବିରୋଧରେ ଦଳୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପାର୍ବତୀଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଜିଲା ସଭାପତି ଦଳରୁ ନିଲମ୍ବନ କରାଯାଇଥିବା ଜଣା ପଡ଼ିଛି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories