www.samajalive.in
Saturday, December 6, 2025
26.1 C
Bhubaneswar

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ଅଗ୍ନିକାଣ୍ଡ; ଅନେକ ଶିଶୁ ଗୁରୁତର

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ଶୁକ୍ରବାର ଏକ ବଡ ଅଘଟଣ ଘଟିଛି । ଶିଶୁ ଯତ୍ନ ୟୁନିଟରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଏଥିରେ ଅନେକ ଶିଶୁ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଉପଜିଲ୍ଲାପାଳ, ଅଗ୍ନିଶମ ବିଭାଗ ଓ ହସ୍ପିଟାଲ କର୍ତ୍ତୃପକ୍ଷ ଉପସ୍ଥିତ ରହିଛନ୍ତି। ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ମାତୃ ଓ ଶିଶୁ ବିଭାଗ ଏସଏନସିୟୁରେ ନିଆଁ ଲାଗିଥିବାରୁ ସେଠାରୁ ନବଜାତଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି ।

ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories