www.samajalive.in
Wednesday, December 10, 2025
26.1 C
Bhubaneswar

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍, ୨୩୪ ପଞ୍ଚାୟତକୁ ଯୋଡ଼ିବ ୬୩ଟି ଲକ୍ଷ୍ମୀ ବସ୍

ଡେସ୍କ: ଲୋକଙ୍କ ଯାତାୟାତ ସୁବିଧାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। କୋରାପୁଟରେ ୬୩ଟି ଲକ୍ଷ୍ମୀ ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡ଼ିବ। ଏଥିରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

https://youtu.be/Nv3iNFjqDJg

- Advertisement -

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟାତ ଅସୁବିଧା ବିଷୟରେ ଜାଣିବା ପରେ ‘ଲକ୍ଷ୍ମୀ’ ଯୋଜନା ଆରମ୍ଭ କରାଯାଇଛି। ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ଏବଂ ଏହା ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଏହି ଅବସରରେ ଅନୁମୋଦନ କରିଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories