www.samajalive.in
Monday, December 15, 2025
16.1 C
Bhubaneswar

ଅବକାରୀ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରମାବାସୀ

କୋରାପୁଟ: ନନ୍ଦପୁର ଥାନା ଡାଙ୍ଗବୀର ଗାଁରେ ୨ ଅବକାରୀ କର୍ମଚାରୀଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ରାତିଅଧରେ ଗାଁରେ ପଶି ଲୋକଙ୍କୁ ହଇରାଣ କରୁଥିବା ଅଭିଯୋଗରେ ଗ୍ରମାବାସୀ ମାନେ ୨ ଅବାକାରୀ କର୍ମଚାରୀଙ୍କ ସହ ଗାଡ଼ି ଓ ଡ୍ରାଇଭରକୁ ଅଟକ ରଖିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ଅବାକରୀ କର୍ମଚାରୀ ମାନେ କୌଣସି କାରଣ​‌ରୁ ଡାଙ୍ଗବୀର ଗାଁକୁ ଯାଇଥିଲେ । ବିଳମ୍ବିତ ରାତି ହୋଇଥିବାରୁ ଗ୍ରାମବାସୀ ମାନେ କର୍ମଚାରୀ ମାନଙ୍କୁ ଅଟକ ରଖିଥିଲେ । ଗ୍ରାମବାସୀଙ୍କ କହିବା ଅନୁଯାୟୀ କର୍ମଚାରୀ ମାନେ ଘରୋଇ ଗାଡିରେ ଯାଇଥିବାରୁ ସନ୍ଦେହରେ ସେମାନେ ଅଟକ ରଖିଛନ୍ତି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories