www.samajalive.in
Monday, December 15, 2025
27.1 C
Bhubaneswar

ବଜ୍ରପାତରେ ୨୧ ଗାଈ ଓ ୩ ଛେଳି ମୃତ, ୭ ଗାଈଚରାଳି ଆହତ

କୋରାପୁଟ: ଅମ୍ପାଭାଲି ପଞ୍ଚାୟତ ରାଙ୍ଗିଣୀଗୁଡ଼ା ଗାଁରେ ବଜ୍ରପାତ ଘଟି ବଜ୍ରପାତରେ ୨୧ ଗାଈ ଓ ୩ ଛେଳି ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳର ଏଣେ ତେଣେ ୨୧ଟି ଗାଈ ଓ ୩ ଛେଳି ମରି ପଡ଼ିଦେଥିବା ଦେଖିବାକୁ ମିଳିଛି। ଅମ୍ପାଭାଲି ପଞ୍ଚାୟତ ରାଙ୍ଗିଣୀଗୁଡ଼ା ଗାଁରେ ଘଟିଥିବା ବଜ୍ରପାତରେ ୭ ଗାଈଚରାଳି ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories