www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ବାଇକ୍‌ ; ୩ ମୃତ

କୋରାପୁଟ : କୋରାପୁଟର ଜାନିଗୁଡାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକକୁ ଏକ ବାଇକ ପଛପଟୁ ଧକ୍କା ଦେଇଥିବାରୁ ଏହି ଦୁର୍ଘଟଣା ଘଟିଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ  ହୋଇଥିବା ବେଳେ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories