www.samajalive.in
Tuesday, December 9, 2025
16.1 C
Bhubaneswar

ଲାଞ୍ଚ ନେବା ଅଭିଯୋଗରେ ଅମିନ ଗିରଫ

କୋକସରା : କଳାହାଣ୍ଡି ଜିଲା କୋକସରା ବ୍ଲକରେ ଲାଞ୍ଚ ନେବା ଅଭିଯୋଗରେ ଜଣେ ଅମିନ ଗିରଫ ହୋଇଥିବା ଜଣାପଡିଛି। ଖବରଅନୁସାରେ ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ପ୍ରସ୍ତାବିତ ଏକ ଜମିର ଦର ବଢେ଼ଇବା ପାଇଁ କୁସୁମ ଖୁଣ୍ଟି ‌ସ୍ଥିତ ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀଙ୍କ ଅମିନ ତୋଫାନ କୁମାର ମହନ୍ତ ଲାଞ୍ଚନେଇ କଳାହାଣ୍ଡି ଭିଜିଲାନ୍ସ  ଦ୍ବାରା ଗିରଫ ହୋଇଛନ୍ତି । ଜୟପାଟଣା ବ୍ଲକର ଖିରସିନ୍ଧୁ ପାଣିଗ୍ରାହୀ ନାମକ ଜନୈକ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ମୋଟେର ଛକଠାରେ ସେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories