www.samajalive.in
Tuesday, December 9, 2025
23.1 C
Bhubaneswar

କୋଟିଆ ମାମଲା – ଆଠ ସପ୍ତାହ ମଧ୍ୟରେ ଜବାବ ଦେବ ଆନ୍ଧ୍ର

ନୂଆଦିଲ୍ଲୀ: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆଗତ ଓରିଜିନାଲ ସୁଟର ଜବାବ ଆଠସପ୍ତାହ ମଧ୍ୟରେ ଦାଖଲ କରିବାକୁ ଆନ୍ଧ୍ର ପ୍ରଦେଶ ସରକାରଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ସଞ୍ଜୟ କାରୋଲଙ୍କ ଜଣିକିଆ ପୀଠରେ ଆନ୍ଧ୍ର ପ୍ରଦେଶ ତରଫରୁ ମହଲତ ଲୋଡ଼ାଯାଇଥିଲା। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୩କୁ ଧାର୍ଯ୍ୟ ହୋଇଛି।

http://ପୀଡ଼ିତାଙ୍କ ‘ଟୁ ଫିଙ୍ଗର ଟେଷ୍ଟ’ ନ କରିବାକୁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories