www.samajalive.in
Tuesday, December 9, 2025
17.1 C
Bhubaneswar

କୋଟିଆରେ ରଥ ଟାଣିବେ ରାଜସ୍ଵ ମନ୍ତ୍ରୀ

କୋରାପୁଟ: ସୀମାନ୍ତ କୋଟିଆରେ ରଥ ଟାଣିବେ ମନ୍ତ୍ରୀ। ପ୍ରଥମଥର ଲାଗି ରଥଯାତ୍ରାରେ ସାମିଲ ହେବେ ରାଜସ୍ଵ ମନ୍ତ୍ରୀ। ତାଙ୍କ ସହ ଏକାଧିକ ମନ୍ତ୍ରୀ କୋଟିଆ ଯାଇ ରଥଯାତ୍ରାରେ ସାମିଲ ହେବା ନେଇ ସୂଚନା ରହିଛି। ଆସନ୍ତାକାଲି ମହାପ୍ରଭୁଙ୍କର ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ରହିଛି। ପୁରୀ ରଥ ଯାତ୍ରା ପରଦିନ କୋଟିଆରେ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଦୀର୍ଘ ଦିନ ହେବ କୋଟିଆକୁ ନେଇ ବିବାଦ ଲାଗି ରହିଛି। କୋଟିଆ ବିବାଦର ସମାଧାନ ପାିଁ ରାଜସ୍ଵ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି। ରଥଯାତ୍ରା​‌ରେ ମନ୍ତ୍ରୀ କୋଟିଆ ଯାଉଥିବାବେଳେ , ସେ ନେଇ ସମୀକ୍ଷା କରିପାରନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories