କୌଶିକ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଏଏସ୍ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ କୌଶିକ । ଏବେ ସେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ବ ତୁଲାଇବେ ।
Comments are closed.