ଖୁବ୍‌ ଶୁଭ ଏ ବର୍ଷର ଜନ୍ମାଷ୍ଟମୀର ଯୋଗ, ପୂରଣ ହେବା ମନସ୍କାମନା..

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭାଦ୍ରବ ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପାଳନ କରାଯାଏ । ସାରା ଦେଶରେ ଏହାକୁ ଖୁବ୍‌ ଧୂମଧାମରେ ପାଳନ କରାଯାଏ । ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ବ ୨୬ ଅଗଷ୍ଟ ସୋମବାର ଦିନ ପାଳନ କରାଯିବ । ଏହି ଦିନ ଅତ୍ୟନ୍ତ ଶୁଭ ଯୋଗ ସୃଷ୍ଟି ହେବାକୁ ଯାଉଛି । ଚଳିତ ବର୍ଷ ସେହିପରି ଯୋଗ ସୃଷ୍ଟି ହେବାକୁ ଯାଉଛି, ଯାହା ପ୍ରଭୁଙ୍କ ଜନ୍ମ ସମୟରେ ସୃଷ୍ଟି ହୋଇଥିଲା । ମାନ୍ୟତା … Continue reading ଖୁବ୍‌ ଶୁଭ ଏ ବର୍ଷର ଜନ୍ମାଷ୍ଟମୀର ଯୋଗ, ପୂରଣ ହେବା ମନସ୍କାମନା..