www.samajalive.in
Friday, December 12, 2025
26.1 C
Bhubaneswar

କେନ୍ଦୁଝର ଜିଲ୍ଲାରେ ସ୍ୱାଭାବିକ ହେଲା ଇଣ୍ଟରନେଟ ସେବା

ଡେସ୍କ: ଯୋଡ଼ାରେ ଦୁଇ ଗୋଷ୍ଠି ମୁହାଁମୁହିଁ ଘଟଣା ପରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା କରି ସମଗ୍ର କେନ୍ଦୁଝର ଜିଲ୍ଲାରେ ଗତ ୧୧ ତାରିଖ ମଧ୍ୟରାତ୍ରରୁ ବନ୍ଦ ରହିଥିବା ଇଣ୍ଟରନେଟ ସେବା ଆଜି ସ୍ୱାଭାବିକ ହୋଇଛି। ଦୁଇ ଦିନ ଏହି ସେବା ବନ୍ଦ ରଖାଯାଇଥିଲା। ଅନ୍ୟପକ୍ଷରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ଅଂଚଳରେ ଧାରା ୧୪୪ ବଳବତ୍ତର ରହିବ ବୋଲି ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତକାଲି ଏହି ଘଟଣାକୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories