www.samajalive.in
Sunday, December 7, 2025
26.1 C
Bhubaneswar

ଜମି ବାଡି ବିବାଦରୁ ବାପାପୁଅଙ୍କୁ ଏସିଡ୍‌‌ ମାଡ

କୃଷ୍ଣପ୍ରସାଦ : ବାପାପୁଅଙ୍କୁ ଏସିଡ୍‌‌ ମାଡ ହୋଇଥିବା ଖବର ସୋମବାର ସାମ୍ନାକୁ ଆସିଛି। ଏଥିରେ ଉଭୟ ବାପାପୁଅ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଘଟିଛି। ଗୁରୁତର ବାପା ପୁଅଙ୍କୁ ଉଦ୍ଧାର କରି ଭୁବନେଶ୍ୱର ଏମ୍‌‌ସକୁ ସ୍ଥାନାନ୍ତର କରାଯାଇଛି। ବିଲରେ କାମ କରୁଥିବା ବେଳେ ଜଣେ ବ୍ୟକ୍ତି ଏସିଡ ମାଡ କରିଛି। ଜମି ବାଡି ବିବାଦରୁ ଏସିଡ୍‌‌ ମାଡ ହୋଇଥିବା ନେଇ ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories