www.samajalive.in
Friday, December 5, 2025
20.1 C
Bhubaneswar

ବଜ୍ରାଘାତରେ ଜଣେ ମୃତ ; ୩ ଗୁରୁତର

କୁଆଁପାଳ : କ୍ଷେତରେ କାମ କରୁଥିବାବେଳେ ବଜ୍ରାଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହାସହ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ ନାହାଙ୍ଗ ବାଲିପଡା ଗ୍ରାମରେ ଘଟିଛି । ମୃତକ ହେଲେ ଚୈତନ୍ୟ ଜେନାଙ୍କ ପୁତ୍ର ସୁରେଶ ଜେନା। ସମସ୍ତେ କ୍ଷେତରେ ଧାନ ତଳି ରୁଆପୋତା କରୁଥିଲେ। ଏହି ସମୟରେ ବଜ୍ରାଘାତ କାରଣରୁ ଏଭଳି ଘଟିଥିବା ନେଇ କୁହାଯାଉଛି। ଘଟଣା ପରେ ସଭିଁଙ୍କୁ ଉଦ୍ଧାର କରାଯାଇ ନିଶ୍ଚିନ୍ତକୋଇଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତି କରାଯାଇଥିବାବେଳେ ସୁରେସଙ୍କର ମୃତ୍ୟ ଘଟିଥିଲା। ଅନ୍ୟ ତିନିଜଣ ଗୁରୁତର ଥିବା ଜଣାପଡିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories