www.samajalive.in
Friday, December 5, 2025
23.1 C
Bhubaneswar

ଜଳିଗଲା କପଡା ଗୋଦାମ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡୀୟ ମହକୁମାରେ ଥିବା ଏକ କପଡା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଖି ପିଛୁଳାକେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି।  ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି। ସର୍ଟ ସର୍କିଟ୍‌ ରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories