www.samajalive.in
Monday, December 15, 2025
15.1 C
Bhubaneswar

କୁଡୁମି ସେନା ପକ୍ଷରୁ ପଙ୍କଜଙ୍କୁ ସମ୍ବର୍ଦ୍ଧନା

ପାଟଣା :  ପଡୋଶୀ ମୟୁରଭଞ୍ଜ ଜିଲ୍ଲା ଯଶିପୁର ବ୍ଲକ ଭଣ୍ଡାରୀ ପଶି ଗ୍ରାମର ବିଶ୍ୱନାଥ ମହାନ୍ତଙ୍କ ପୁଅ ପଙ୍କଜ କୁମାର ମହାନ୍ତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୧୧ନଂ  ସ୍ଥାନ ପାଇଥିବାରୁ ଓଡ଼ିଶା କୁଡୁମିସେନା ପକ୍ଷରୁ ଜାତିର ପୁଅ ପଙ୍କଜଙ୍କୁ ଶନିବାର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। କୁଡୁମି ସେନା ପକ୍ଷରୁ ତାଙ୍କୁ ମାନପତ୍ର ଉପାୟନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି। କୁଡୁମିସେନାର ରାଜ୍ୟ ସଭାପତି ଦିବ୍ୟସିଂହ ମହାନ୍ତ, ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ, ସାଧାରଣ ସଂପାଦକ ବିଶ୍ୱଜିତ ମହାନ୍ତ, ଉପଦେଷ୍ଟା ପ୍ରମୋଦ କୁମାର ମହାନ୍ତ, ସାହାରପଡା ବ୍ଲକ ସାଧାରଣ ସମ୍ପାଦକ ଓମ ମହାନ୍ତ, ସଦସ୍ୟ ଭୁତ ମହାନ୍ତ ପ୍ରମୁଖ ଆଜି ପଙ୍କଜଙ୍କୁ ସମ୍ବର୍ଦ୍ଧିତ କରିବା ସହ ଭବିଷ୍ୟତରେ ତାଙ୍କର ଉନ୍ନତି କାମନା କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories