www.samajalive.in
Friday, December 5, 2025
20.1 C
Bhubaneswar

ପୁଣି ନାବାଳିକା ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ପୁଣି ସାମ୍ନାକୁ ଆସିଛି ଏକ ନାବାଳିକ ଗର୍ଭବତୀ ଘଟଣା। ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଛି। ତେବେ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଛି। ପୀଡ଼ିତା ଜଗତସିଂହପୁର ସଦର ମହକୁମା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଖବର ପ୍ରଚାରିତ ହେବାପରେ କୁଜଙ୍ଗ ଥାନା ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories