www.samajalive.in
Sunday, December 7, 2025
14.1 C
Bhubaneswar

କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ; ଗ୍ରୁପ କ୍ୟାପଟେନ ବରୁଣ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଗ୍ରୁପ କ୍ୟାପଟେନ ବରୁଣ ସିଂହଙ୍କ ଆଜି ପରଲୋକ ହୋଇଛି। ବେଙ୍ଗାଲୁରୁର କମାଣ୍ଡ ହସ୍ପିଟାଲରେ ବରୁଣ ସିଂହ ଚିକିତ୍ସାଧୀନ ଅବସ୍ଥାରେ ଥିଲେ। ହେଲିକପ୍ଟର ଦୁର୍ଘଟଣାରେ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଏହି ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ ବିପିନ ରାୱତଙ୍କ ସହ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗ୍ରୁପ କ୍ୟାପଟେନ ବରୁଣ ସିଂହଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories