www.samajalive.in
Monday, December 15, 2025
16.1 C
Bhubaneswar

କୁସୁନ୍ଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରାଧାନାଥ ଜୟନ୍ତୀ

ବାଙ୍କୀ : ବାଙ୍କୀ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ କୁସୁନ୍ଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଦ୍ମଭୂଷଣ ରାଧାନାଥ ରଥଙ୍କ ୧୨୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ଶିକ୍ଷକ ବିଦ୍ୟାଧର ଖଟୁଆ, ସୁନିତା ରାଉତ, ଦ୍ରୌପଦୀ ସାହୁ ଏବଂ ସୁଷମା ରଣା ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ରାଧାନାଥଙ୍କ ଜୟନ୍ତୀ ସମ୍ପର୍କରେ ଆଲୋକପାତ କରି ବିଦ୍ୟାଳୟର ଗରୀବ ମେଧାବୀ ଛାତ୍ର ଛାତ୍ରୀଙ୍କୁ ବୃତ୍ତି ପ୍ରଦାନ କ୍ଷେତ୍ରରେ ସ୍ୱର୍ଗତଃ ରଥଙ୍କ ଅବଦାନ ଅତୂଳନୀୟ ବୋଲି ପ୍ରକାସ କରିଥିଲେ। ଉପସ୍ଥିତ ବିଦ୍ୟାର୍ଥି ମାନେ ‘ସମାଜ’ ଖବର କାଗଜ ଏବଂ ରାଧାନାଥଙ୍କ ଜୀବନ ଦର୍ଶନ ଏକ ଅନନ୍ୟ ଉଦାହରଣ ବୋଲି ବକ୍ତବ୍ୟରେ ପ୍ରକାଶ କରିଥିଲେ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories