ଉତ୍ପାଦନ, ବିକ୍ରୟ ଓ ନିଯୁକ୍ତିରେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ରେକର୍ଡ

ଡେସ୍କ: ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ ୨୦୨୩-୨୪ ଆର୍ଥିକ ବର୍ଷରେ ଉତ୍ପାଦନ, ବିକ୍ରୟ ଏବଂ ନୂତନ ନିଯୁକ୍ତି ସୃଷ୍ଟିରେ ଏକ ନୂତନ ରେକର୍ଡ ସ୍ଥାପନ କରିଛି। କେଭିଆଇସି ଅଧ୍ୟକ୍ଷ ମନୋଜ କୁମାର ଦେଇଥିବା ସୂଚନା ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷର ଅସ୍ଥାୟୀ ତଥ୍ୟ ପ୍ରକାଶ କରି କହିଛନ୍ତି ଯେ ପୂର୍ବ ସମସ୍ତ ତଥ୍ୟକୁ ଅତିକ୍ରମ କରି ୨୦୧୩-୧୪ ଆର୍ଥିକ ବର୍ଷ ତୁଳନାରେ ନୂତନ ନିଯୁକ୍ତି ସୃଷ୍ଟିରେ ୩୯୯.୬୯%, ଉତ୍ପାଦନରେ … Continue reading ଉତ୍ପାଦନ, ବିକ୍ରୟ ଓ ନିଯୁକ୍ତିରେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ରେକର୍ଡ