ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀରେ ବୃଦ୍ଧି କରିଛନ୍ତି। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ବୃଦ୍ଧି କରାଯାଇଛି। ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୨୦୦ ରୁ ୨୮୦ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ଅର୍ଦ୍ଧକୁଶଳୀଙ୍କ ମଜୁରୀ ୨୨୦ ରୁ ୩୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ସେହିଭଳି କୁଶଳୀଙ୍କ ମଜୁରୀ ୨୪୦ ରୁ ୩୭୦, ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୨୬୦ ରୁ ୪୩୦ଟଙ୍କାକୁ ବୃଦ୍ଧି କରାଯାଇଛି।
Popular Categories



